ଦୀପାବଳି ପାଇଁ ମାର୍ଗଦର୍ଶିକା ଜାରି କଲା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ
ଦୀପାବଳିରେ ବାଣ ଫୁଟାଇବାକୁ ନେଇ ମାର୍ଗଦର୍ଶିକା ଜାରି କରିଛି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ । ଏନେଇ ଖବରକାଗଜରେ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ଭାବେ କଟକଣା ଜାରି କରାଯାଇଥିବା ବେଳେ ୧୨୫ଡେସିବଲରୁ ଅଧିକ ଶବ୍ଦ…