Browsing Tag

State President Sameer Mohanty congratulated the newly appointed State President Manmohan Samal

ନବନିଯୁକ୍ତ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ରାଜ୍ୟ ସଭାପତି ସମୀର ମହାନ୍ତି

ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା ଆଜି ରାଜ୍ୟ ସଭାପତି ଭାବେ ପୂର୍ବତନ ମନ୍ତ୍ରୀ ଶ୍ରୀ ମନମୋହନ ସାମଲଙ୍କୁ ନିଯୁକ୍ତି ଦେଇଛନ୍ତି । ନବନିଯୁକ୍ତ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି । ଏଥି ସହ ଶ୍ରୀ ମହାନ୍ତି ବିଜେପିର…