ବନ୍ଦ ହେବନି ଆହାର ଯୋଜନା: କୃଷ୍ଣଚନ୍ଦ୍ର ମହାପାତ୍ର
ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାଃ କୃଷ୍ଣଚନ୍ଦ୍ର ମହାପାତ୍ର ଆଜି କ୍ୟାପିଟାଲ ହସପିଟାଲ ପରିସରରେ ଥିବା ଆହାର କେନ୍ଦ୍ରକୁ ଅଚାନକ ପରିଦର୍ଶନ କରିଥିଲେ। ମନ୍ତ୍ରୀ ଡାଃ ମହାପାତ୍ର ଆହାର କେନ୍ଦ୍ରରେ ପହଂଚିବା ପରେ ଧାଡିରେ ରହି କୁପନ କିଣି ଲୋକଙ୍କ ସହ ବସି ଭୋଜନ କରିଥିଲେ।
ଏହି…