ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପ; ମୃତ୍ୟୁ ସଂଖ୍ୟା ୬୦୦ରୁ ଅଧିକ
ଭୂକମ୍ପରେ ଥରିଲା ମରକ୍କୋ । ତୁର୍କୀ ପରେ ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ତୀବ୍ରତା ୬.୮ । ଭୁଶୁଡ଼ିଲା ବଡ଼ ବଡ଼ କୋଠା । ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୬୦୦ରୁ ଅଧିକ ହୋଇଛି। ଆହୁରି ବଢ଼ିପାରେ ମୃତ୍ୟୁସଂଖ୍ୟା। ଶହ ଶହ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଚାଲିଛି…