ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ମାଷ୍ଟର କ୍ୟାଣ୍ଟିନ୍ ଛକରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା ବାତିଲ୍ ଦାବିରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ । ବିଭିନ୍ନ କଲେଜର ଛାତ୍ରଛାତ୍ରୀ ଧାରଣା ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କରୋନା ପରିସ୍ଥିତିକୁ ଦେଖି ପରୀକ୍ଷା ବାତିଲ ନେଇ ଦାବି କରିଛି ଯୁକ୍ତଦୁଇ…