ସମ୍ ହସ୍ପିଟାଲରେ ୭ ବର୍ଷ ଶିଶୁ କନ୍ୟାର ସଫଳ ହୃଦ ଅସ୍ତ୍ରୋପଚାର
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଜନ୍ମଗତ ହୃଦଜନିତ ତୃଟି ଥିବା ଏକ ୭ ବର୍ଷର ଶିଶୁ କନ୍ୟାକୁ ସଫଳ ଅସ୍ତ୍ରୋପଚାର ମାଧ୍ୟମରେ ସୁସ୍ଥ କରିପାରିଛନ୍ତି ସମ୍ ହସ୍ପିଟାଲର ଡାକ୍ତର । ଏହି ଶିଶୁ କନ୍ୟାଟିର ଜନ୍ମରୁ ହାର୍ଟରେ ଏକ ଛିଦ୍ର ରହିଥିବା ବେଳେ ଫୁସଫୁସକୁ ଠିକ୍ ଭାବେ ରକ୍ତ ସଂଚାଳନ…