ରୋବଟ୍ ସହାୟତାରେ ସମ୍ ହସ୍ପିଟାଲ୍ରେ ଆଣ୍ଠୁ ପ୍ରତ୍ୟାରୋପଣର ସଫଳ ଅସ୍ତ୍ରୋପଚାର
ବର୍ତ୍ତମାନ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ରେ ରୋବଟ୍ ସହାୟତାରେ ଆଣ୍ଠୁ ପ୍ରତ୍ୟାରୋପଣ କରାଯାଉଛି । ଏହି ପଦ୍ଧତିରେ ଅସ୍ତ୍ରୋପଚାର ଅଧିକ ସଫଳ ହେଉଛି ଏବଂ ଅଳ୍ପ ଦିନ ମଧ୍ୟରେ ରୋଗୀ ସୁସ୍ଥ ହେଉଛନ୍ତି । ପାରମ୍ପରିକ ଆଣ୍ଠୁ ପ୍ରତ୍ୟାରୋପଣ ପ୍ରକ୍ରିୟା ଓ…