ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ସାଗରିକାର ସଫଳ ପରୀକ୍ଷଣ
ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ସାଗରିକାର ସଫଳ ପରୀକ୍ଷଣ । ଶନିବାର ଧାମରାର ଅବଦୁଲ କଲାମ ଦ୍ୱୀପରୁ ସନ୍ଧ୍ୟା ୬ଟା ୫୫ରେ ୪ ନମ୍ବର ଲଞ୍ଚ ପ୍ୟାଡରୁ ଏହି ପରୀକ୍ଷଣ କରାଯାଇଥିଲା । ଏହାର ଲକ୍ଷ୍ୟଭେଦ କ୍ଷମତା ୭୫୦ କିମି ରହିଛି । ଏହି ବାଲାଷ୍ଟିକ୍ ମିସାଇଲ ପରୀକ୍ଷଣ ସମୟରେ ଡିଆରଡିଓ, ଭାରତୀୟ…