ଅଗ୍ନି-୫ ମିସାଇଲର ସଫଳ ପରୀକ୍ଷଣ
ବାଲେଶ୍ଵର ଅବଦୁଲ କଲାମ ଦ୍ୱୀପରେ ଅଗ୍ନି-୫ର ମିସାଇଲର ସଫଳ ପରୀକ୍ଷଣ। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ ହେଉଥିବା ଆନ୍ତଃମହାଦେଶୀୟ ବାଲିଷ୍ଟିକ ମିଜାଇଲ୍ ୨୫ତମ ଭର୍ସନର ପରୀକ୍ଷଣ ହୋଇଛି। ଏହାର ଲକ୍ଷ୍ୟଭେଦ କ୍ଷମତା ରହିଛି ୫ ହଜାର କିଲୋମିଟର। ୧.୫ ଟନ ଓଜନର ଅଣୁ/ପରମାଣୁ ଯୁଦ୍ଧାସ୍ତ୍ର ବହନ…