Browsing Tag

suffering from cancer

ପରଲୋକରେ ପାରିକର, ସମଗ୍ର ଦେଶରେ ଶୋକର ଛାୟା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଗୋଆ ମୁଖ୍ୟମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଓ ପୂର୍ବତନ ରକ୍ଷା ମନ୍ତ୍ରୀ ମନୋହର ପାରିକରଙ୍କ ମୃତ୍ୟୁ ବେଳକୁ ତାଙ୍କୁ ୬୪ବର୍ଷ ହୋଇଥିଲା । ସେ ୧୯୫୫ମସିହାରେ ଜନ୍ମ ହୋଇଥିଲେ । ସେ ବହୁ ଦିନ ଧରି କର୍କଟ ରୋଗରେ ପୀଡ଼ିତ ଥିଲେ । କର୍କଟ ରୋଗର ଚିକିତ୍ସା ପାଇଁ…

ପରଲୋକରେ ପୂର୍ବତନ ରାଜ୍ୟସଭା ସାଂସଦ ବୈଷ୍ଣବ ପରିଡ଼ା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପୂର୍ବତନ ରାଜ୍ୟସଭା ସାଂସଦ ବୈଷ୍ଣବ ପରିଡ଼ାଙ୍କ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିୟୋଗ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା । ସେ ଅନେକ ଦିନରୁ କର୍କଟ ରୋଗରେ ପୀଡ଼ିତ ଥିଲେ । ସୂଚନା ଅନୁଯାୟୀ, ପୂର୍ବତନ ରାଜ୍ୟସଭା ସାଂସଦ ତଥା ଓଡ଼ିଶା ଭାଷା…