ମା’ମାନଙ୍କ ହାତରେ ପରିବାରର ସୁରକ୍ଷା ଦାୟିତ୍ୱ, ସେମାନେ ଅସଲ କରୋନା ଯୋଦ୍ଧା: ସୁଜାତା କାର୍ତ୍ତିକେୟନ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରତି ମା’ ହେଉଛନ୍ତି କରୋନା ଯୋଦ୍ଧା । ମା’ମାନଙ୍କ ହାତରେ ତାଙ୍କର ପରିବାରର ସୁରକ୍ଷା ଦାୟିତ୍ୱ ରହିଛି । ତେଣୁ କୋଭିଡ-୧୯ ମୁକାବିଲା ସମୟରେ ମା’ ମାନଙ୍କୁ ଅଧିକ ସତର୍କ ଓ ସଚେତନ ରହିବାକୁ ପଡ଼ିବ । କରୋନା ଭାଇରସ ଯେପରି ଘରକୁ ନ ଆସିବ ସେଥିପାଇଁ ପରିବାର ଲୋକଙ୍କୁ…