ସମ୍ ହସ୍ପିଟାଲ୍ରେ ଯକ୍ଷ୍ମା ରୋଗ ନେଇ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଯକ୍ଷ୍ମା ଅର୍ଥାତ ଟ୍ୟୁବରକ୍ୟୁଲୋସିସ୍ ସମ୍ପୂର୍ଣ୍ଣ ଆରୋଗ୍ୟସାଧ୍ୟ ଓ ଉପଯୁକ୍ତ ଚିକିତ୍ସା ଦ୍ୱାରା ରୋଗୀ ସୁସ୍ଥ ହୋଇପାରିବ ବୋଲି ବିଶେଷଜ୍ଞ ମତ ଦେଇଛନ୍ତି । ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ବିଶ୍ୱ ଯକ୍ଷ୍ମା…