୧୨ ମାସ ଶିଶୁର ଖାଦ୍ୟନଳୀରୁ ସେଫ୍ଟିପିନ୍ ବାହାର କଲେ ସମ୍ ଅଲ୍ଟିମେଟ୍ର ସର୍ଜନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏକ ବର୍ଷ ଶିଶୁର ଖାଦ୍ୟନଳୀରୁ ଗୋଟିଏ ଖୋଲା ସେଫ୍ଟିପିନ୍ ବାହାରକରି ପିଲାଟିର ଜୀବନ ବଂଚାଇବାରେ ସଫଳ ହୋଇଛନ୍ତି ସମ୍ ଅଲ୍ଟିମେଟ୍ ମେଡିକେୟାରର ଡାକ୍ତର। ଏକ ବର୍ଷର ଶିଶୁର ଅୟାଂଶ କୁମାର ରାଉତର ପରିବାରବର୍ଗ ତା’ର ପ୍ରଥମ ଜନ୍ମଦିନ ପାଳନ କରିବାରେ ବ୍ୟସ୍ତ ରହିଥିବା…