Browsing Tag

Summit: World Leaders At Rajghat To Pay Tribute To Mahatma Gandhi

ରାଜଘାଟରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବିଶ୍ୱନେତା

ରାଜଧାନୀ ଦିଲ୍ଲୀରେ ଚାଲିଥିବା ଜି-୨୦ ସମ୍ମିଳନୀର ଆଜି ଦ୍ୱିତୀୟ ତଥା ଅନ୍ତିମ ଦିନ । ଆଜି ସକାଳ ୯ଟାରେ ରାଜଘାଟ ଯାଇ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ବିଶ୍ୱ ନେତା । ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳରେ ବିଭିନ୍ନ ଦେଶର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ଜି-୨୦ର ନେତା ବାପୁଙ୍କୁ…