ମହଣ ମହଣ ସୁନାରେ ଝଟକୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି
ଆଜି ସୁନାବେଶରେ ମହଣ ମହଣ ସୁନାରେ ସୁଶୋଭିତ ହୋଇ ଝଟକୁଛନ୍ତି ରଥାରୁଢ ମହାପ୍ରଭୁ । ସୁବର୍ଣ୍ଣ ଆଭୂଷଣରେ ସୁସଜ୍ଜିତ ହୋଇଛତି ଶ୍ରୀଜଗନ୍ନାଥ, ଶ୍ରୀବଳଭଦ୍ର ଓ ଦେବୀ ସୁଭଦ୍ରା । ଚତୁର୍ଦ୍ଧାମୂର୍ତିଙ୍କୁ ସୁନାବେଶକୁ ରାଜାଧିରାଜ ବେଶ ବା ରାଜା ବେଶ ଓ ରାଜରାଜେଶ୍ୱର ବେଶ ବୋଲି ମଧ୍ୟ କୁହାଯାଏ ।…