Browsing Tag

Sunabesha tomorrow

ଆସନ୍ତାକାଲି ସୁନାବେଶ, ଭିଡ଼ ପାଇଁ ୧୯୦ ପ୍ଲାଟୁନ ଫୋର୍ସ ହେବେ ମୁତୟନ

ଆସନ୍ତାକାଲି ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହୋଇ ଭକ୍ତ ମାନଙ୍କୁ ଦର୍ଶନ ଦେବେ ଶ୍ରୀଜୀଉ। ଆସନ୍ତାକାଲି ହରିଶୟନ ଏକାଦଶୀ ତିଥି ଥିବାରୁ ରଥ ଉପରେ ମହାପ୍ରଭୁ ଶ୍ରୀ ବଳଭଦ୍ର, ଶ୍ରୀ ଜଗନ୍ନାଥ ଏବଂ ଦେବୀ ସୁଭଦ୍ରାଙ୍କୁ ସୁନାବେଶ କରାଯିବ। ହୀରାନୀଳା ଖଚିତ ବିଭିନ୍ନ ସୁବର୍ଣ୍ଣ…