Browsing Tag

sunandan pattnik

ଆରପାରିରେ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକ

ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। କୋଲକାତାର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସୁନନ୍ଦା ଥିଲେ ପ୍ରଖ୍ୟାତ କବି ବୈକୁଣ୍ଠନାଥ…