ସୁନେତ୍ର ଯୋଜନାର ଶୁଭାରମ୍ଭ, ସବୁ ବର୍ଗର ଲୋକଙ୍କୁ ମାଗଣାରେ ମିଳିବ ଚକ୍ଷୁ ଚିକିତ୍ସା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟର ସମସ୍ତ ସରକାରୀ ଡାକ୍ତରଖାନାରେ ସବୁ ଲୋକଙ୍କୁ ମାଗଣାରେ ଚକ୍ଷୁ ଚିକିତ୍ସା ମାଗଣାରେ କରାଯିବ । ଏହାସହ ଚଷମା ମଧ୍ୟ ମାଗଣାରେ ଯୋଗାଇ ଦିଆଯିବ । ମଙ୍ଗଳବାର ସଚିବାଳୟଠାରେ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ସୁନେତ୍ର’…