ନବ ନିର୍ମାଣ କୃଷକ ସଙ୍ଗଠନର ଓଡିଶା ବନ୍ଦ ଡାକରାକୁ ସମର୍ଥନ ଜଣାଇଲା ଭାଜପା, ଅନୁରୋଧ କଲା ବିଜେଡି
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରାଇସ୍, ପ୍ରେଷ୍ଟିଜ୍ ଓ ପେନସନ୍ ଦାବିରେ ନବ ନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ଆସନ୍ତା ୨୧ରେ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏହି ଦାବି ନେଇ ସଙ୍ଗଠନ ପକ୍ଷରୁ ବିଭିନ୍ନ ସମୟରେ ରାଜଧାନୀରେ ଆନ୍ଦୋଳନ କରିବା ପାଇଁ ଚେଷ୍ଟା କରାଯାଇଛି ହେଲେ ସରକାର ଏହା କରାଇ…