ସମଲିଙ୍ଗୀ ବିବାହ ଉପରେ ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟ; ସମଲିଙ୍ଗୀ ବିବାହ ଅନୈତିକ ନୁହେଁ
ସମଲିଙ୍ଗୀ ବିବାହ ଅନୈତିକ ନୁହେଁ । ପରିବାରରେ ରହିବାକୁ ହେଲେ ମଣିଷକୁ ସର୍ତ୍ତହୀନ ସ୍ନେହ ଶ୍ରଦ୍ଧା ଦରକାର । ଏ ଭଲପାଇବା କାହାଠାରୁ ବି ମିଳିପାରେ । ନିଜ ଜୀବନସାଥୀଠାରୁ ବି । ସେ ଜୀବନସାଥୀ ଜଣକ ସମଲିଙ୍ଗୀ ବି ହୋଇପାରେ । କାରଣ ନିଜର ଜୀବନସାଥୀ ବାଛିବାର ଅଧିକାର ସମସ୍ତଙ୍କର ରହିଛି।…