୪୫ ବର୍ଷର ଦାବି ପୂରଣ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ: ସୁର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶଂସାରେ ଶତମୁଖ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ । କ୍ୟାପିଟାଲ ହସ୍ପିଟାଲରେ ପିଜି ଇନଷ୍ଟଇଚ୍ୟୁଟ୍ ଖୋଲିବା ନିଷ୍ପତ୍ତି ଓ ଶ୍ରୀମନ୍ଦିର ପରିକ୍ରମା ମାର୍ଗ ଶିଳାନ୍ୟାସ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ସୁର…