ସୁର କୋଭିଡ଼ ସଂକ୍ରମିତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାସ୍କ ପିନ୍ଧୁନଥିଲେ । ଭୂତାଣୁକୁ ବେଖାତିର କରୁଥିଲେ । ଏବେ ସଂକ୍ରମିତ ହେଲେ । ଜଟଣୀ ବିଧାୟକ ତଥା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କୁ କରୋନା । ସୁର ଏବଂ ତାଙ୍କ ପତ୍ନୀ ଉଭୟେ କୋଭିଡ଼ ସଂକ୍ରମିତ ହୋଇଥିବା ଜଣାପଡ଼ିଛି । ମେଡ଼ିକାଲରେ କୋଭିଡ଼ ପରୀକ୍ଷା…