ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଓ ଡ୍ରଗ୍ସ ମାମଲା: ସିଦ୍ଧାର୍ଥ ପିଠାନୀଙ୍କୁ ମିଳିଲା ଜାମିନ
ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ଓ ଡ୍ରଗ୍ସ ମାମଲାରେ ଆଜି ତାଙ୍କ ରୁମମେଟ ସିଦ୍ଧାର୍ଥ ପିଠାନୀଙ୍କୁ ମିଳିଛି ଜାମିନ । ସୁଶାନ୍ତ ସିଂ କେସରେ ନାର୍କୋଟିକ୍ସ କଂଟ୍ରୋଲ ବ୍ୟୁରୋ ଗତ ବର୍ଷ ମେ ୨୮ରେ ତାଙ୍କୁ ଗତ ବର୍ଷ ଗିରଫ କରିଥିଲା । ବିଚାରପତି ଭାରତୀ ଡାଙ୍ଗରେ ୫୦,୦୦୦ ଟଙ୍କା ବ୍ୟକ୍ତିଗତ ବଣ୍ଡ…