ଆଜିଠୁ ‘ସ୍ୱୟମ୍’ ଆବେଦନ, ଜାଣନ୍ତୁ କିଭଳି ଉଠାଇବେ ଲାଭ
ଆଜିଠୁ 'ସ୍ୱୟମ୍' ଆବେଦନ । ଯୁବପୀଢିଙ୍କୁ ଯୁବ ଉଦ୍ୟୋଗୀରେ ପରିଣତ କରିବା ପାଇଁ ରାଜ୍ୟ ସରକାର ନୂଆ ଯୋଜନା ଆରମ୍ଭ କରିଛନ୍ତି । ଲାଭଜନକ ବ୍ୟବସାୟ ପାଇଁ ବିନା ସୁଧରେ ୧ ଲକ୍ଷ ଟଙ୍କାର ଋଣ ଦେବାକୁ ସରକାର ବ୍ୟବସ୍ଥା କରିଛନ୍ତି । ଏଥିପାଇଁ ଆଜିଠାରୁ ଅନଲାଇନ୍ ଆବେଦନ ଆରମ୍ଭ ହୋଇଛି ।
ଯୋଗ୍ୟ…