ତାଳଚେର ସାର କାରଖାନା ପୁନରୁଦ୍ଧାର ପାଇଁ ଚୁକ୍ତି ସ୍ୱାକ୍ଷରିତ ।
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ତାଳଚେର ସାର କାରଖାନା ପୁନରୁଦ୍ଧାର କାର୍ଯ୍ୟକ୍ରମକୁ ଆଗକୁ ନେବାକୁ ଏମଏସ ଉହାନ ଇଞ୍ଜିନିୟରିଂ କର୍ପୋରେସନ ସହ ଏକକ ଭାବରେ ପ୍ରକଳ୍ପ ନିର୍ମାଣ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଏହି ଚୁକ୍ତି ସ୍ୱାକ୍ଷରିତ କାର୍ଯ୍ୟକ୍ରମରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର…