୧୦୨୫ ସ୍କୁଲର ରୂପାନ୍ତର ପର୍ବ ଶୁଭାରମ୍ଭ: ପ୍ରଥମ ଦିନରେ ୫ଟି ଜିଲ୍ଲାର ୧୪୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ
ସ୍କୁଲ ରୂପାନ୍ତର ପର୍ବ ଆଜିଠାରୁ ଆରମ୍ଭ ହୋଇଯାଇଛି । ୫-ଟି ସ୍କୁଲ ରୂପାନ୍ତରିଣ କାର୍ଯ୍ୟକ୍ରମରେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୩୦ଟି ଜିଲ୍ଲାର ୧୦୭୫ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଛି। ସାତ ଦିନ ଧରି ଚାଲିବାକୁ ଥିବା ଏହି ପର୍ବର ପ୍ରଥମ ଦିନରେ ଆଜି ସୁନ୍ଦରଗଡ, କଟକ, ନବରଙ୍ଗପୁର,…