ବଢିଲା ପ୍ରାଥମିକ ବିଦ୍ୟାଳୟ କନିଷ୍ଠ ଶିକ୍ଷକଙ୍କ ଦରମା, ଉପକୃତ ହେବେ ୩୩,୦୩୮ ଶିକ୍ଷକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି ହୋଇଛି । ଦରମା ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକମାନଙ୍କ ଦରମା…