ଖୋଲିବ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ଅଗଷ୍ଟ ୯ରୁ ଆରମ୍ଭ ହେବ ପାଠପଢା
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ । ଅଗଷ୍ଟ ୯ ତାରିଖରୁ ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବା ନେଇ ନିଷ୍ପତ୍ତି ହୋଇଛି । ଏ ନେଇ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ତେବେ କୋଭିଡ୍ ଗାଇଡ ଲାଇନ୍ ଅନୁଯାୟୀ…