Browsing Tag

Terrorist attack in Jammu and Kashmir

ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୫ ଯବାନ ସହିଦ

ଶୁକ୍ରବାର ସକାଳେ ଜମ୍ମୁ-କଶ୍ମୀରର ରଜୌରୀରେ ସେନା ପକ୍ଷରୁ କରାଯାଇଥିବା ସର୍ଚ୍ଚ ଅପରେସନ ବେଳେ ଗୁଳି ମାଡ଼ ସହ ବିସ୍ଫୋରଣ କରିଛନ୍ତି ଆତଙ୍କବାଦୀ। ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ହୋଇଥିବା ଗୁଲିବିନିମୟରେ ୫ ଜଣ ଯବାନ ସହିଦ ହୋଇଛନ୍ତି। ଆଉ ଜଣେ ଯବାନ ଏବେ…