କୃଷି କ୍ଷେତ୍ରରେ ବୈଜ୍ଞାନିକ ଜ୍ଞାନକୌଶଳ ପ୍ରୟୋଗ ଜରୁରୀ: ମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବର୍ଦ୍ଧିତ ଜନସଂଖ୍ୟାର ଖାଦ୍ୟ ଚାହିଦାକୁ ପୂରଣ କରିବା ଦିଗରେ କୃଷି କ୍ଷେତ୍ରରେ ନୂତନ ଚାଷ ପ୍ରଣାଳୀ ଓ ବୈଜ୍ଞାନିକ ଜ୍ଞାନକୌଶଳର ପ୍ରୟୋଗ ଆବଶ୍ୟକ। ସୀମିତ ଚାଷ ଜମିରୁ ଅଧିକ ଖାଦ୍ୟ ପଦାର୍ଥ ଉତ୍ପାଦନର ଜ୍ଞାନକୌଶଳ ପ୍ରୟୋଗ ଏବଂ ଓଡ଼ିଶା ପରି ଏକ ପ୍ରାକୃତିକ ବିପର୍ଯ୍ୟୟ…