Browsing Tag

The ark came to store the jewels

ରତ୍ନଭଣ୍ଡାର ଅଳଙ୍କାର ରଖିବା ପାଇଁ ଆସିଲା ସିନ୍ଦୁକ

ରତ୍ନଭଣ୍ଡାର ଅଳଙ୍କାର ରଖିବା ପାଇଁ ଆସିଲା ସିନ୍ଦୁକ। ସ୍ୱତନ୍ତ୍ର ବରାଦରେ ତିଆରି ହୋଇଥିବା ୬ ସିନ୍ଦୁକ ପହଞ୍ଚିଲା। ୬ଟି ସିନ୍ଦୁକ ଟ୍ରକରେ ଲଦି ପହଞ୍ଚିଲେ ଭୁବନେଶ୍ୱରର ଜନୈକ ବ୍ୟକ୍ତି। ପ୍ରଶାସନ ପକ୍ଷରୁ ୧୫ଟି ସିନ୍ଦୁକ ବରାଦ କରାଯାଇଥିବା କହିଲେ। ୨୦ କାରିଗରଙ୍କ ୪୮ ଘଣ୍ଟାର ପରିଶ୍ରମରେ ୬ଟି…