ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ବ୍ୟାରିକେଡ
ଭି.କେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ବ୍ୟାରିକେଡ। ଭୁବନେଶ୍ୱର ୟୁନିଟ ୬ରେ ଥିବା କ୍ୱାର୍ଟର ନଂ ଭିଆଇଆର ୭ର ଆଗରେ କରାଯାଇଥିବା ବ୍ୟାରିକେଡକୁ ହଟାଇ ଦିଆଯାଇଛି।
ବିଜେଡି ସରକାର କ୍ଷମତାରେ ଥିବାବେଳେ ପାଣ୍ଡିଆନଙ୍କ ବାସଭବନ କଡ଼ା ସୁରକ୍ଷା ବଳୟ ଭିତରେ ଥିଲା। ସୁରକ୍ଷାକର୍ମୀ ରାତିଦିନ…