୩ଶହ କୋଟି ଟଙ୍କାର ବନ୍ୟା ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗତ ଅଗଷ୍ଟ ମାସର ଶେଷ ସପ୍ତାହରେ ରାଜ୍ୟର ବିଭିନ୍ନ ସ୍ଥାନରେ ହୋଇଥିବା ପ୍ରବଳ ବର୍ଷା ଓ ବନ୍ୟା ଯୋଗୁଁ ପ୍ରଭାବିତ ହୋଇଥିବା ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୦୦ କୋଟି ଟଙ୍କାର ପ୍ୟାକେଜ୍ ଘୋଷଣା କରିଛନ୍ତି। ବନ୍ୟା ଯୋଗୁଁ ୩୩ ପ୍ରତିଶତ ଫସଲ କ୍ଷତି…