ସୁନା ପୁଅ ପ୍ରମୋଦ ଭଗତଙ୍କ ପାଇଁ ୨ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତଙ୍କ ପାଇଁ ୨ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପାରା ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ପ୍ରମୋଦ ଭଗତ ।
ପାରା ଏସୀୟ କ୍ରୀଡ଼ାରେ ପ୍ରମୋଦ ଭଗତଙ୍କୁ ସ୍ୱର୍ଣ୍ଣ ମିଳିଛି । ବ୍ୟାଡମିଣ୍ଟନ…