Browsing Tag

The Chief Minister announced a reward to kishor Jena

କିଶୋର ଜେନାଙ୍କୁ ଦେଢ଼ କୋଟି ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଚୀନର ହଙ୍ଗଝୌରେ ଜାରି ଏସୀୟ କ୍ରୀଡ଼ା ୨୦୨୩ର ଜାଭେଲିନ ଥ୍ରୋରେ ଇତିହାସ ରଚିଥିବା ଓଡ଼ିଆ ପୁଅ କିଶୋର ଜେନାଙ୍କୁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କିଶୋର ଜେନାଙ୍କୁ ଦେଢ଼ କୋଟି ପୁରସ୍କାର ଦେବା ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ସୂଚନାଥାଉକି, ଫାଇନାଲ୍‌ରେ…