ତାରିଣୀ ପୀଠର ଉନ୍ନତି ପାଇଁ ଆଉ ୫୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ଆଜି ପ୍ରଥମ ଥର ପାଇଁ ନିଜ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୋହନ ମାଝୀ । ଏହି କ୍ରମରେ ପ୍ରଥମେ ସେ ମା' ତାରିଣୀ ପୀଠକୁ ଯାଇ ସେଠାରେ ପୂଜାର୍ଚ୍ଚନା କରିବା ସହ ମନ୍ଦିର ପୂଜକଙ୍କ ସହ ଆଲୋଚନା କରିଥିଲେ ।
ମା' ତାରିଣୀଙ୍କ ପୀଠ ଯେପରି ସାରା ଦେଶରେ…