ନବନିଯୁକ୍ତ ୧୧୫ ଜଣ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ଦିଗ୍ଦର୍ଶନ ଦେଲେ ମୁଖ୍ୟମନ୍ତ୍ରୀ
ନବନିଯୁକ୍ତ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦିଗ୍ଦର୍ଶନ। ମତ୍ସ୍ୟ ଉତ୍ପାଦନରେ ଓଡ଼ିଶକୁ ଏକ ନମ୍ବର ରାଜ୍ୟ କରିବାକୁ ନବନିଯୁକ୍ତ ସହକାରୀ ମତ୍ସ୍ୟ ଅଧିକାରୀଙ୍କୁ ଅପିଲ୍ କରିଛନ୍ତି। ରାଜ୍ୟ ମତ୍ସ୍ୟ ଓ ପଶୁସମ୍ବଳ ବିକାଶ ବିଭାଗରେ ୧୧୫ ଜଣ ସହକାରୀ ମତ୍ସ୍ୟ…