Browsing Tag

The Chief Minister directed the newly appointed non-teaching staff

ନବନିଯୁକ୍ତ ଅଣଶିକ୍ଷକ କର୍ମଚାରୀଙ୍କୁ ଦିଗଦର୍ଶନ ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ୩୩୪ ଅଣଶିକ୍ଷକ କର୍ମଚାରୀଙ୍କୁ ଦିଗଦର୍ଶନ ଦେଇଛନ୍ତି । ଲୋକସେବା ଭବନ କନଭେନସନ କେନ୍ଦ୍ରରେ ଗୁରୁବାର ଆୟୋଜିତ କାର୍ଯ୍ୟକ୍ରମରେ ନବନିଯୁକ୍ତ ବିଜ୍ଞାନାଗାର ସହାୟକ, କନିଷ୍ଠ ପାଠାଗାର ଅଧିକାରୀ ଏବଂ ଶାରୀରିକ ଶିକ୍ଷା ପ୍ରଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ…