ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭଦ୍ରକ ଜିଲ୍ଲାର ବାବୁଲି ବାରିକଙ୍କୁ ତୁରନ୍ତ ଚିକିତ୍ସା ସହାୟତା ଯୋଗାଇଦେବା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ଭଦ୍ରକ ଜିଲ୍ଲା ଚାନ୍ଦବାଲି ମାଧପୁର ଗ୍ରାମର ୧୪ ବର୍ଷର ବାଳକ ବାବୁଲି ବାରିକ ସ୍ନାୟୁଗତ ଜଟିଳରୋଗରେ ପୀଡ଼ିତ ଅଛନ୍ତି ।…