Browsing Tag

The Chief Minister extended his best wishes to everyone on the occasion of Holy Shriram Navami

ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଆଜି ପାଳନ କରାଯାଉଛି ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମ ନବମୀ । ପବିତ୍ର ଶ୍ରୀରାମ ନବମୀ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମର୍ଯ୍ୟାଦା ପୁରୁଷ ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦରୁ ପ୍ରତ୍ୟେକଟି ଜୀବନ ମଙ୍ଗଳମୟ ହେଉ ବୋଲି…