ପବିତ୍ର ଜନ୍ମାଷ୍ଟମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଆଜି ପବିତ୍ର ଜନ୍ମାଷ୍ଟମୀ । ଏହି ଅବସରରେ ରାଜ୍ୟବାସୀଙ୍କୁ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ଗଣେଶୀ ଲାଲ । ଟ୍ବିଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ''ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି । ପ୍ରଭୁ…