ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ନବମ ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆମ ପରମ୍ପରାରେ ଯୋଗ ଲୋକପ୍ରିୟ । ଭାରତୀୟ ମୁନିଋଷିଙ୍କ ଦ୍ବାରା ପ୍ରତିଷ୍ଠିତ ଏହି ଜୀବନଶୈଳୀ ମଣିଷକୁ ସ୍ବୟଂସମ୍ପୂର୍ଣ୍ଣ କରିବା ସହ ଆବଶ୍ୟକ ଦକ୍ଷତା ବୃଦ୍ଧିରେ ମଧ୍ୟ ସହାୟକ ହୋଇଥାଏ ।…