Browsing Tag

The Chief Minister has announced Rs 200

ବସ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ଅପରାହ୍ନ ରେ ବାଲେଶ୍ବର ର ସୋରୋ ଠାରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ…