Browsing Tag

The Chief Minister has increased the salary of pachika-shayika

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା; ବିଦ୍ୟାଳୟ ପାଚିକାମାନଙ୍କ ପାରିଶ୍ରମିକ ୨ ହଜାର ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହଯୋଗୀ ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସେମାନଙ୍କ ସହଯୋଗୀମାନଙ୍କ…