୧୩୩ଟି ନୂତନ ପ୍ରାଣୀ ସେବା ଯାନର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କରିଛନ୍ତି । ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧିନରେ ଏହା କାର୍ଯ୍ୟକାରୀ ହୋଇଛି । କଳିଙ୍ଗ ଷ୍ଟାଡିୟମରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ ଉତ୍ସବରେ…