୨ଦିନିଆ ଆଇଏଏସ୍ ସମ୍ମିଳନୀକୁ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ, ୧୭ଟି ଗୁରୁତ୍ୱପୂର୍ଣ୍ଣ ବିଷୟରେ କରାଯିବ ଆଲୋଚନା
ଆରମ୍ଭ ହୋଇଛି ଦୁଇ ଦିନିଆ ଆଇଏଏସ୍ ସମ୍ମିଳନୀ। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ରାଜ୍ୟ ସରକାରଙ୍କ ୩ ମନ୍ତ୍ରୀ ପ୍ରଦୀପ ଅମାତ, ନିରଞ୍ଜନ ପୂଜାରୀ ଓ ଟୁକୁନି ସାହୁ ଉପସ୍ଥିତ ଅଛନ୍ତି। ତିନି ବର୍ଷ ପରେ ଏହି ବୈଠକ କରାଯାଉଛି। ଏହି ସମ୍ମିଳନୀରେ ୧୭ଟି ବିଷୟ ଉପରେ ବିଶେଷ…