୫ଟି ମେଡିକାଲ କଲେଜର ଟିଚିଂ ହସ୍ପିଟାଲର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଓଡିଶାର ସ୍ୱାସ୍ଥ୍ୟ ଶିକ୍ଷା ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଯୋଡି ହେଲା ଆଉ ଏକ ନୂଆ ଫର୍ଦ୍ଦ । ରାଜ୍ୟର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ହେବ ଆହୁରି ସୁଦୃଢ । ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜ ଗୁଡିକରେ ଟିଚିଂ ହସ୍ପିଟାଲର ଶୁଭ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା…