Browsing Tag

The Chief Minister is always committed to fulfill the dreams of the youth

ଯୁବପିଢ଼ିଙ୍କ ସ୍ୱପ୍ନ ପୂରଣ ପାଇଁ ମୁଖ୍ୟମନ୍ତ୍ରୀ ସର୍ବଦା ପ୍ରତିଶ୍ରୁତିବଦ୍ଧ

ବିଜୁ ଯୁବ ଜନତା ଦଳର ନିର୍ବାଚନୀ ପ୍ରସ୍ତୁତି ବୈଠକ ଆଜି ଶଙ୍ଖଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ବିଜୁ ଯୁବ ଜନତା ଦଳର ସଭାପତି ତଥା ବିଧାୟକ ଡଃ ବ୍ୟୋମକେଶ ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ବିଜୁ ଯୁବ ଜନତା ଦଳର ସମସ୍ତ ରାଜ୍ୟ କାର୍ଯ୍ୟକର୍ତ୍ତା, ଜିଲ୍ଲା ସଭାପତି, ଜୋନ ସଭାପତି…