ଯୋରନ୍ଦା ମହିମାପୀଠର ରୂପାନ୍ତରଣ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ
ଢେଙ୍କାନାଳ ଜିଲ୍ଲାର ଯୋରନ୍ଦାରେ ଲେଖାହେଲା ରୂପାନ୍ତରଣର ନୂଆ କାହାଣୀ। ଯୋରନ୍ଦା ମହିମାପୀଠର ରୂପାନ୍ତରଣ ପାଇଁ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯୋରନ୍ଦା ରୂପାନ୍ତରଣ ପାଇଁ ୧୧୨ କୋଟି ଟଙ୍କା ଅନୁମୋଦନ ହୋଇଛି । ପ୍ରକଳ୍ପ ଦ୍ବାରା ଯୋରନ୍ଦା ଏକ ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀ…