ଗଞ୍ଜାମ ଜିଲ୍ଲାରେ ୫ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଗଞ୍ଜାମ ଜିଲ୍ଲାରେ ୫ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ବ୍ରହ୍ମପୁର ଉପକଣ୍ଠ ଶୀତଳାପଲ୍ଲୀରେ ସାଧାରଣ ଜନତାଙ୍କୁ ସମ୍ବୋଧିତ କରି ଏକାଧିକ ପ୍ରକଳ୍ପର ଲୋକାର୍ପଣ ସହ ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥି ମଧ୍ଯରେ ରହିଛି ୫ ହଜାର କୋଟିର…